ବିଞ୍ଝାରପୁର: ବିଶ୍ଵ ପରିବେଶ ଦିବସ ପାଳନ ଅବସରରେ “ମା ପାଇଁ ଗଛଟିଏ” କାର୍ଯ୍ୟକ୍ରମ ବ୍ଲକ ଉନ୍ନୟନ ଅଧିକାରୀ ଦିବ୍ୟେନ୍ଦୁ କୁମାର ଦାସଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଅଛି।

ଏହି କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିବା ପାଇଁ ପ୍ରତ୍ୟେକ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଓ ସମସ୍ତ ବିଭାଗୀୟ ଅଧିକାରୀଙ୍କ ମିଳିତ ସହଯୋଗରେ ବ୍ୟାପକ ବୃକ୍ଷ ରୋପଣ କରାଯାଇଛି।

Leave a Reply

Your email address will not be published. Required fields are marked *