Oplus_131072

ଏପରିକି ଏସ୍‌ଏଜ୍‌ଜି ମହିଳାଙ୍କ ପାଇଁ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଏକ ବଡ଼ ଘୋଷଣା କରିବେ। ଏପରିକି ଏସ୍‌ଏଜ୍‌ଜି ମହିଳାଙ୍କ ପାଇଁ ୨୫୦୦ କୋଟିର ଏକ ପ୍ୟାକେଜ ଘୋଷଣା କରାଯିବ ବୋଲି ସୂଚନା ମିଳିଛି।

ଅନ୍ୟପକ୍ଷେ ଶନିବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପୁରୁଣା ପେନସନ ସ୍କିମ ଏବଂ ନୂଆ ପେନସନ ସ୍କିମ ବଦଳରେ ୟୁନିଫାଏଡ ପେନସନ ସ୍କିମ (ୟୁପିଏସ)କୁ ଅନୁମୋଦନ କରାଯାଇଛି। ଏହା ଦ୍ୱାର ୨୫ ବର୍ଷ କାମ କରିଥିବା କର୍ମଚାରୀଙ୍କୁ ପୂର୍ଣ୍ଣ ପେନସନ ମିଳିବ। ୟୁପିଏସ ଯୋଜନାରେ ୨୩ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଉପକୃତ ହେବେ। ଏହି ଯୋଜନା ୨୦୨୫ ଏପ୍ରିଲ ୧ରୁ କାର୍ଯ୍ୟକାରୀ ହେବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *