Oplus_131072

ଭୁବନେଶ୍ବର:ବାତ୍ୟା ‘ଦାନା’ ପ୍ରଭାବରେ ଆଜି ସକାଳୁ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ଜାରି ରହିଛି। କଟକ ଓ ଭୁବନେଶ୍ବରରେ ସାମାନ୍ୟ ବର୍ଷା ହେଉଥିବା ବେଳେ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ଯାଜପୁର, ବାଲେଶ୍ବର ଓ ମୟୁରଭଞ୍ଜ ଜିଲ୍ଳାରେ ପ୍ରବଳ ବର୍ଷା ହେଉଥିବା ଜଣାଯାଇଛି। ଉପରୋକ୍ତ ଜିଲ୍ଲାଗୁଡ଼ିକରେ ଜୋରରେ ପବନ ବି ବହୁଛି।  ଏଥିଲାଗି ୯ଜିଲ୍ଲାକୁ ରେଡ଼ ୱାର୍ଣ୍ଣିଂ ଓ ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଥିଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିପରି କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା।

Leave a Reply

Your email address will not be published. Required fields are marked *