ଭୁବନେଶ୍ବର: ପ୍ରବଳ ଶୀତରେ ସାରା ଓଡ଼ିଶା ଥରୁଛି। ବଣ, ପାହାଡ଼ ଘେରା ଅଞ୍ଚଳର ଲୋକେ ଅଧିକ ହନ୍ତସନ୍ତ ହେଉଛନ୍ତି। ସୂର୍ଯ୍ୟ ଉଦୟ ହେଲେ ସାମାନ୍ୟ ଆଶ୍ବସ୍ତି ଲାଭ କରୁଥିବା ବେଳେ ସୂର୍ଯ୍ୟାସ୍ତ ପରଠାରୁ ପୁଣି ସମାନ ପରିସ୍ଥିତିର ସାମ୍ନା କରିବାକୁ ପଡୁଛି। ଜୀବଜନ୍ତୁ ଓ ବୟସ୍କମାନଙ୍କୁ ଶୀତ ଅଧିକ କଲବଲ କରୁଛି। ଆଗାମୀ ଦିନରେ ଶୀତ ଆହୁରି ବଢ଼ିବାର ଆଶଙ୍କା ରହୁଛି। ଆଭ୍ୟନ୍ତରୀଣରୁ ଉପକୂଳରୁ ଓଡିଶା ପର୍ଯ୍ୟନ୍ତ ପାଣିପାଗ ବିଭାଗ ପକ୍ଷରୁ କୋଲଡ ୱେବ ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି।

Leave a Reply

Your email address will not be published. Required fields are marked *