
କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ସପ୍ତମ ବେତନ ଆୟୋଗର କାର୍ଯ୍ୟକାଳ ୨୦୨୬ ସୁଦ୍ଧା ଶେଷ ହେବ । ଏହାପୂର୍ବରୁ ଅଷ୍ଟମ ବେତନ ଆୟୋଗ ଗଠନ କାର୍ଯ୍ୟ ଶେଷ ହେବ ।
ଏହି ନିଷ୍ପତ୍ତି ଦ୍ୱାରା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଦରମା ଏବଂ ପେନସନଭୋଗୀଙ୍କ ପେନସନ ବୃଦ୍ଧି ପାଇବ ।
