ଗୁନୀତ ମୋଙ୍ଗା ଓ ପ୍ରିୟଙ୍କା ଚୋପ୍ରା ପ୍ରଯୋଜିତ ଆମେରିକୀୟ-ହିନ୍ଦୀଭାଷୀ ସର୍ଟ ଫିଲ୍ମ ‘ଅନୁଜା’ ଶ୍ରେଷ୍ଠ ଲାଇଭ୍ ଆକ୍ସନ ସର୍ଟ ଫିଲ୍ମ ବର୍ଗରେ ମନୋନୀତ ହୋଇଛି ।
୯ ବର୍ଷୀୟ ଝିଅର ସଂଘର୍ଷମୟ କାହାଣୀ ଉପରେ ଆଧାରିତ ଚଳଚ୍ଚିତ୍ର ହେଉଛି ‘ଅନୁଜା’।