No Flying Zone Declared In Bhubaneswar During PM modi's Visit

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡିଶା ଗସ୍ତ ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଏବଂ ରହଣି ଅଞ୍ଚଳକୁ ନୋ ଡ୍ରୋନ୍‌ ଜୋନ୍‌ ତଥା ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି ।

ଆସନ୍ତାକାଲି ୧୦ ଘଟିକା ସମୟରେ ମୋଦିଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ । ଏହାପରେ ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକା ୩୦ ମିନିଟ୍ ସମୟରେ ଜନତା ମଇଦାନ ଠାରେ ଆୟୋଜିତ ଉତ୍କର୍ଷ ଓଡ଼ିଶା କନକ୍ଳେଭକୁ ଉଦ୍ଘାଟନ କରିବେ ।

ଭୁବନେଶ୍ୱର ବିମାନବନ୍ଦରଠୁ ରାଜଭବନ ଓ ଜନତା ମୈଦାନକୁ ନୋ ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି ।

Leave a Reply

Your email address will not be published. Required fields are marked *