Uttam Mohanty to Be Airlifted to delhi

ଓଲିଉଡ ଅଭିନେତା ଉତ୍ତମ ମହାନ୍ତିଙ୍କ ଅବସ୍ଥା ଗୁରୁତର ଥିବାବେଳେ ସେ ବର୍ତ୍ତମାନ ଭୁବନେଶ୍ୱର ସ୍ଥିତ କିମ୍ସ ହସ୍ପିଟାଲରେ ଆଇୟିୟୁରେ ଚିକିତ୍ସାଧୀନ ଅଛନ୍ତି ।ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଗୁରଗାଓଁର ମେଦାନ୍ତ ହସ୍ପିଟାଲକୁ ଏୟାରଲିଫ୍ଟ କରାଯିବା ନେଇ ପୁଅ ବାବୁସାନ ସୂଚନା ଦେଇଛନ୍ତି ।

ଅଭିନେତା ଉତ୍ତମ ମହାନ୍ତି ଲିଭର ସିରୋସିସ ରୋଗରେ ପୀଡିତ ଥିବା ନେଇ ସୂଚନା ମିଳିଛି । କିମ୍ସ କ୍ୟାନସର ହସ୍ପିଟାଲ ନିର୍ଦ୍ଦେଶକ ଡାକ୍ତର ମନୋଜ ସାହୁଙ୍କ କହିବା ଅନୁସାରେ ୩ ଦିନ ଧରି ଉତ୍ତମ ମହାନ୍ତି କିମ୍ସରେ ଆଡ଼ମିଶନ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *