
ଗତକାଲି ପ୍ରବଳ ବର୍ଷା ଓ ବିଜୁଳି ଘଡ଼ିଘଡ଼ି ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସହ ୪୦-୫୦ କିମି ବେଗରେ ପବନ ବହିବା ସେହିପରି ୯ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସହ ୪୦-୫୦ କିମି ବେଗରେ ପବନ ବହିବା ସହ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ୯ ଜିଲ୍ଲାରେ ୫୦-୬୦ କିମି ବେଗରେ ପବନ ବହିବା ନେଇ ବିଭାଗ ତରଫରୁ ଆଲର୍ଟ ଜାରି କରାଯାଇଛି।
