
ସୂଚନା ଯୋଗ୍ୟ; ଆଜି ଆୟୋଜିତ ବୈଠକରେ ୪୯ ଜଣ ସଭ୍ୟାସଭ୍ୟ ଉପସ୍ଥିତ ରହି ଅନାସ୍ଥାକୁ ସମର୍ଥନ କରିଥିଲେ। ଅପରପକ୍ଷରେ ବ୍ଲକରେ ୩୧ ପଞ୍ଚାୟତର ମୋଟ ୬୨ ସରପଞ୍ଚ ଏବଂ ସମିତି ସଭ୍ୟ ଉପସ୍ଥିତ ଥିଲେ। ଅନାସ୍ଥା ବୈଠକରେ ଦୁଇ ତୃତୀୟାଂଶ ଅର୍ଥାତ୍ ୪୪ ଜଣଙ୍କ ସମର୍ଥନ ଆବଶ୍ୟକତା ରହିଥିଲା। ତେବେ ସମର୍ଥନ ଅଭାବରୁ ବ୍ଲକ୍ ଅଧ୍ୟକ୍ଷା କଳ୍ପନା ରାଉତ ନିଜ ପଦବୀ ହରାଇଛନ୍ତି।
