ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଶତାଧିକ ଲୋକ ପ୍ରାଣ ହରାଇବା ଘଟଣା ଅତ୍ୟନ୍ତ ଦୁଃଖଦାୟକ।
ଏଭଳି ଦୁଃଖଦ ସମୟରେ ଶୋକ ସନ୍ତପ ପରିବାର ବର୍ଗଙ୍କୁ ଅସୀମ ଧର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି ପ୍ରଭୁ ଶ୍ରୀ ଜଗନ୍ନାଥ ଓ ପ୍ରଭୁ ଶିବ ଙ୍କ ନିକଟରେ ପ୍ରାର୍ଥନା କରୁଛୁ।
ଓଁ ଶାନ୍ତି 🙏
ସୁଲଗ୍ନା ମହାନ୍ତି।