ସୂଚନା ଯୋଗ୍ୟ; ରାଜ୍ୟ ସରକାର ଏବଂ ବିଜେପି ସଙ୍ଗଠନ ପକ୍ଷରୁ ଏକବର୍ଷ ପୂର୍ତ୍ତି ପାଳନ କରିବାକୁ ଯାଉଛନ୍ତି । ଏଥିପାଇଁ ଜନତା ମଇଦାନରେ ବ୍ୟାପକ ଭାବେ ପ୍ରସ୍ତୁତି ହୋଇଥିବାବେଳେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବାକୁ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ।