Oplus_131072

ଯାଜପୁର : ବୋଲବମ୍ ଯାତ୍ରା ପାଇଁ ପାଣି ଉଠାଇବା ବେଳେ ନଦୀରେ ବୁଡ଼ି କାଉଡ଼ିଆଙ୍କ ମୃତ୍ୟୁ। ବୈତରଣୀ ନଦୀର ବଲ୍ଲଭିଘାଟରେ ଘଟିଛି ଏଭଳି ଅଘଟଣ। ଆରଡ଼ିସ୍ଥିତ ଆଖଣ୍ଡଳମଣିକୁ ପାଣି ନେବା ପାଇଁ ଆସି ବୁଡ଼ିଗଲେ କାଉଡ଼ିଆ। ମୃତ କାଉଡ଼ିଆ ହେଲେ ଭଣ୍ଡାରିପୋଖରୀ ବ୍ଲକ ପୁରୁଷୋତ୍ତମପୁର ଅଞ୍ଚଳର ପ୍ରଶାନ୍ତ ସାମଲ। ପ୍ରଶାନ୍ତ ବୁଡ଼ିବା ଦେଖି ଆଉ ଜଣେ କାଉଡ଼ିଆ ମନ୍ମଥ ସାମଲ ଉଦ୍ଧାର କରିବାକୁ ଯାଇ ବୁଡ଼ି ଯାଇଥିଲେ। ତେବେ ତାଙ୍କୁ  ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି।

Leave a Reply

Your email address will not be published. Required fields are marked *