ଆଇଏଏସ ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି । ଶ୍ରୀ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । OSSSC ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ଏଥିସହ ଆଇଏଏସ ଏନ୍.ବି.ଏସ୍ ରାଜପୁତ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ।
Oplus_131072 ଆଇଏଏସ ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି । ଶ୍ରୀ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । OSSSC ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ଏଥିସହ ଆଇଏଏସ ଏନ୍.ବି.ଏସ୍ ରାଜପୁତ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ।