Oplus_131072

ନୂଆଦିଲ୍ଲୀ: ଦିଲ୍ଲୀ ମଦ ନୀତି ଦୁର୍ନୀତି ଓ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆଙ୍କୁ ସୁପ୍ରିମ୍‌କୋର୍ଟ ଆଜି ଜାମିନ ପ୍ରଦାନ କରିଛନ୍ତି। ଏହାପରେ ସନ୍ଧ୍ୟାରେ ସେ ତିହାର ଜେଲ୍‌ରୁ ମୁକୁଳିଛନ୍ତି। ସାକ୍ଷୀଙ୍କୁ ପ୍ରଭାବିତ ନ କରିବା ସହ ପାସପୋର୍ଟ ଜମା କରିବାକୁ ତାଙ୍କୁ ବିଚାରପତି ବିଆର୍ ଗଭାଇ ଓ ବିଚାରପତି କେଭି ବିଶ୍ୱନାଥନଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *