Author: Odisha Not Out

ସ୍ଵାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା।

ଭୁବନେଶ୍ବର: କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, କୁଟୁମ୍ବ ଯୋଜନାରେ ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ।…

ପ୍ୟାରିସ ଅଲମ୍ପିକ୍ସ: ରୋୖପ୍ୟ ଜିତିଲେ ନିରଜ।

ପ୍ୟାରିସ୍‌: ପ୍ୟାରିସ୍‌ ଅଲିମ୍ପିକ୍ସରେ ନୀରଜ ଚୋପ୍ରା ଟୋକିଓ ସ୍ବର୍ଣ୍ଣ ପଦକ ବଜାୟ ରଖିପାରିଲେ ନାହିଁ। କିନ୍ତୁ ରୌପ୍ୟ ପଦକ ଜିତି ନୂଆ ଇତିହାସ ରଚିଛନ୍ତି। ସ୍ବାଧୀନ ଭାରତର…

ଅଗଷ୍ଟ ୯-୧୫ ତାରିଖ ଦେଶ ସାରା ପାଳିତ ହେବ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ।

ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ‘‘ହର ଘର ତିରଙ୍ଗା’’ ଅଭିଯାନର ତୃତୀୟ ସଂସ୍କରଣ ଚଳିତ ଅଗଷ୍ଟ ମାସ ୯ରୁ ୧୫ ପର୍ଯ୍ୟନ୍ତ ପାଳନ କରାଯିବ ବୋଲି କେନ୍ଦ୍ର…

ଅବସର ନେଲେ ଭାରତୀୟ ହକି ଦଳର ଗୋଲ୍ କିପର ଶ୍ରୀଜେଶ।

ନୂଆଦିଲ୍ଲୀ: ଭାରତର ଅଭିଜ୍ଞ ଗୋଲରକ୍ଷକ ତଥା ହକି ଦଳର ପୂର୍ବତନ ଅଧିନାୟକ ପିଆର ଶ୍ରୀଜେଶ । ଆଜି ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତୀୟ ଦଳର ବ୍ରୋଞ୍ଜ ବିଜୟ ସହ…

ଭୁବନେଶ୍ୱରରେ ଖୋଲିଲା ଚାଉଳ ଏଟିଏମ୍।

ଭୁବନେଶ୍ୱର : ଭୁବନେଶ୍ୱର ମଞ୍ଚେଶ୍ୱରରେ ଗୁରୁବାର ଖୋଲିଲା ରାଜ୍ୟର ପ୍ରଥମ ଚାଉଳ ଏଟିଏମ । ମଞ୍ଚେଶ୍ୱର ଚାଉଳ ଗୋଦାମ ଠାରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…

ରାଜ୍ୟରେ ଆଉ ନୂଆ ମଦ ଦୋକାନ ଖୋଲାଯିବ ନାହିଁ।

ଭୁବନେଶ୍ବର: ରାଜ୍ୟରେ ଆଉ ନୂଆ ମଦ ଦୋକାନ ଖୋଲାଯିବ ନାହିଁ। ଏନେଇ ସରକାର ନିଷ୍ପତ୍ତି ନେଇଛନ୍ତି। ଏସମ୍ପର୍କରେ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା…

ଆରପାରିରେ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ।

ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସସିଷ୍ଟ) ନେତା ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କର ପରଲୋକ ଘଟିଛି। ଗୁରୁବାର ସକାଳ ପ୍ରାୟ ସାଢ଼େ ୮ଟାରେ କଲକାତାଠାରେ ୮୦…

ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ।

ଆଇଏଏସସ୍ତରରେ ବଡ଼ଧରଣର ଅଦଳବଦଳ ହୋଇଛି। ୧୯ ଜିଲ୍ଲାରେ ନୂଆ ଜିଲ୍ଲାପାଳ ନିଯୁକ୍ତ ହୋଇଛନ୍ତି । ବିଜୟ କୁମାର ଦାଶ ଗଜପତି, ସ୍ମୃତିରଞ୍ଜନ ପ୍ରଧାନ କେନ୍ଦ୍ରାପଡ଼ା, ପାରୁଲ ପଟୱାରି…

ବଦଳିଲେ ଯାଜପୁର ଜିଲ୍ଲାପାଳ।

ବଦଳିଲେ ଯାଜପୁର ଜିଲ୍ଲାପାଳ।ପି ଅନ୍ୱେଷା ରେଡି ଯାଜପୁର ଜିଲ୍ଲାର ନୂତନ ଜିଲ୍ଲାପାଳ। ନିର୍ବାଚନର କିଛି ଦିନ ପୂର୍ବରୁ ନିଖିଲ ପବନ କଲ୍ୟାଣ ଜିଲ୍ଳାପାଳ ଭାବରେ ଯୋଗ ଦେଇଥିବା…