Author: Odisha Not Out

ଖେଲୋ ଇଣ୍ଡିଆକୁ ୯୦୦ କୋଟି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର ସବୁବେଳେ କ୍ରୀଡା ପ୍ରତି ଧ୍ୟାନ ଦେଇଆସୁଛନ୍ତି। ଏଭଳି ପରିସ୍ଥିତିରେ ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟରେ ମଧ୍ୟ କ୍ରୀଡା ସମ୍ବନ୍ଧରେ ବଡ ବ୍ୟୟ ବରାଦ କରାଯାଇଛି। ବଜେଟ୍ ୨୦୨୪-୨୫ରେ କ୍ରୀଡାକୁ ପ୍ରୋତ୍ସାହିତ କରିବା ପାଇଁ…

ନିଟ୍ ପେପର ଲିକ୍: ପରୀକ୍ଷା ଆଉ ଅନୁଷ୍ଠିତ ହେବ ନାହିଁ – ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ନିଟ୍ ପେପର ଲିକ୍ ମାମଲାରେ ପୁଣି ପରିକ୍ଷା ଦାବି କରୁଥିବା ଆବେଦନର ଶୁଣାଣି ସୁପ୍ରିମକୋର୍ଟରେ ଶେଷ ହୋଇଛି। ପୁନର୍ବାର ପରୀକ୍ଷା ନକରିବାକୁ ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ହାଜାରୀବାଗରେ ପେପର ଲିକ୍ ହୋଇଥିଲା। ତେବେ ସୁପ୍ରିମକୋର୍ଟ ଏହା ମଧ୍ୟ କହିଛନ୍ତି ଯେ…

ରାଜ୍ୟରେ ନୂଆ ନିର୍ବାଚନ ଅଧିକାରୀ ନିଯୁକ୍ତ

ଭୁବନେଶ୍ୱର: ଆଇଏଏସ୍ ଅଫିସର ଆର ସନ୍ଥ ଗୋପାଳନ ଓଡ଼ିଶା ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ପଦବୀରେ ନିଯୁକ୍ତି ପାଇଛନ୍ତି। ୨୦୦୧ ମସିହାର ଏହି ଆଇଏଏସ୍ ଅଫିସରଙ୍କୁ ରାଜ୍ୟର ନୂଆ ନିର୍ବାଚନ କମିସନର ଭାବେ ନିଯୁକ୍ତି କରାଯାଇଛି। ଏ ନେଇ ଭାରତୀୟ ନିର୍ବାଚନ…

ରାଜ୍ୟରେ ବନ୍ୟା ଆଶଙ୍କା ନାହିଁ – ଜଳ ସମ୍ପଦ ମୁଖ୍ୟ ଯନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବନ୍ୟା ଆଶଙ୍କା ନାହିଁ ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗ ମୁଖ୍ୟ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି। ସେ ଆହୁରି କହିଛନ୍ତି ଅଧିକ ବର୍ଷା ହେଲେ ରାଜ୍ୟ ପାଇଁ ଭଲ। ରାଜ୍ୟରେ ଥିବା ଡ଼୍ୟାମ ସ୍ଥିତି ବର୍ତ୍ତମାନ ସୁଦ୍ଧା…

୨୦୩୬ ସୁଦ୍ଧା ଓଡ଼ିଶା ହେବ ବିକଶିତ।

ଭୁବନେଶ୍ବର: ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ କରିବାକୁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ। ଆସନ୍ତା ୫ବର୍ଷ ମଧ୍ୟରେ ରାଜ୍ୟ ସରକାର ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ଶିଳ୍ପ, କ୍ରୀଡ଼ା, ନିଯୁକ୍ତି, ଗମନାଗମନ, ପୁଞ୍ଜିନିବେଶ, ପର୍ଯ୍ୟଟନ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବେ। ୨୦୩୬ରେ ଓଡ଼ିଶା…

ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପମୁଖ୍ୟ ସଚେତକ ନିଯୁକ୍ତ।

ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନ‌ ସରକାରୀ ଦଳ ମୁଖ୍ୟ ସଚେତକ ଓ ରେମୁଣା ବିଧାୟକ ଗୋବିନ୍ଦ ଚନ୍ଦ୍ର ଦାସ ସରକାରୀ ଦଳ ଉପ ମୁଖ୍ୟ ସଚେତକ ନିଯୁକ୍ତ ହେଲେ।