Author: Odisha Not Out

ବିଧାୟକ ଯୋଗେଶ ସିଂଙ୍କୁ ଉଠାଇ ନେଲା ପୋଲିସ

ସୁନ୍ଦରଗଡ଼ ଜିଲ୍ଲା ବରପାଲିରେ ପ୍ରସ୍ଥାବିତ ରେଲୱେ ସାଇଡିଙ୍ଗକୁ ବିରୋଧ କରି ଅନିର୍ଦ୍ଦିଷ୍ଟ କାଳ ପାଇଁ ଜନ ଆନ୍ଦୋଳନ ଚାଲିଥିବାବେଳେ ଆନ୍ଦୋଳନରେ ସୁନ୍ଦରଗଡ଼ ବିଧାୟକ ଯୋଗେଶ ସିଂ ସାମିଲ…

ବରଗଡ଼ ଛାତ୍ରୀ ମାଟ୍ରିକ ପରୀକ୍ଷାରେ ଓଡ଼ିଶା ଟପ୍ପର

ବରଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବବିତା ରଥ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୬୦୦ ରୁ ୫୮୪ମାର୍କ (୯୭.୩୩ ପ୍ରତିଶତ) ରଖି ରାଜ୍ୟରେ ଟପ୍ପର ହୋଇଛନ୍ତି…

ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ରେଜଲ୍ଟ: ଗଜପତିରେ ସର୍ବାଧିକ ଓ କୋରାପୁଟରେ ସର୍ବନିମ୍ନ ରହିଛି ପାସ୍‌ହାର

ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ। କଟକ ମାଧ୍ୟମିକ ବୋର୍ଡ ଅଫିସରେ ବିଧିବଦ୍ଧ ଭାବେ ରେଜଲ୍ଟ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ…

ଦୀଘା ମନ୍ଦିର ବିବାଦ: ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ

ଦୀଘା ଜଗନ୍ନାଥ ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି…

ନେପାଳୀ ଛାତ୍ରୀ ମୃତ୍ୟୁକୁ ନେଇ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କଲା UGC

କିଟ୍ ବିଶ୍ୱ ବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛି ୟୁଜିସି । ଭାରତର ସର୍ବୋଚ୍ଚ ଉଚ୍ଚଶିକ୍ଷା ନିୟାମକ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC),…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ବିଭିନ୍ନ ପ୍ରକଳ୍ପର କରିବେ ଶିଳାନ୍ୟାସ

ଭୁବନେଶ୍ବର ୨।୫: ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ୧୦…

ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି

ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି । କିଛି ମାସ ହେଲା ରାଜ୍ୟରେ ପାର୍ଟ ପ୍ଲଟ୍ ପଞ୍ଜୀକରଣ ବନ୍ଦ ହୋଇଥିବାବେଳେ ଆସନ୍ତା ମାସରେ…

କିଟ୍ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଆରମ୍ଭ ହୋଇଛି ତଦନ୍ତ ଆରମ୍ଭ ହୋଇଛି: ଆଇନମନ୍ତ୍ରୀ

ପୁଣି ଚର୍ଚ୍ଚାରେ କିଟ୍ ବିଶ୍ଵବିଦ୍ୟାଳୟ। ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ନେଇ ଏବେ ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି । ଏହି ଘଟଣାକୁ ନେଇ…