Author: Odisha Not Out

ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଉଚ୍ଚ ବିଦ୍ୟାଳୟରେ ଲିଭ ଟ୍ରେନିଂ ରିଜର୍ଭ (LTR) ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏ ନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ…

ବିଜେଡ଼ିକୁ ପରାସ୍ତ କରିବାକୁ କୋଟି କୋଟି ଖର୍ଚ୍ଚ କରିଥିବା ବିଭୀଷଣ କିଏ?

ବିଜେଡି ଉପରେ ବର୍ଷିଲେ ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ। ବୁଧବାର କଟକରେ ଆୟୋଜିତ ସଦସ୍ୟତା ଅଭିଯାନରେ ବିସ୍ପୋରକ ବୟାନ ଦେଲେ ବିଧାୟକ ଷୌଭିକ। ସେ କହିଥିଲେ, ବିଜେଡିର…

ଉଦ୍ୟୋଗପତି ତଥା ଟାଟା ସନ୍ସର ଚେୟାରମ୍ୟାନ ରତନ ଟାଟାଙ୍କ ଦେହାନ୍ତ

ଟାଟା ସନ୍ସର ଅଧ୍ୟକ୍ଷ ରତନ ଟାଟାଙ୍କର ବୁଧବାର ମୁମ୍ବାଇର ବ୍ରେକ୍ କ୍ୟାଣ୍ଡି ହସ୍ପିଟାଲରେ ଦେହାନ୍ତ ହୋଇଛି। ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ୮୬ ବର୍ଷ ବୟସରେ ଦେହାନ୍ତ…

ଖୁବଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ରାଜ୍ୟରେ ହିତାଧିକାରୀଙ୍କୁ ଖୁବଶୀଘ୍ର ମିଳି ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି। ସାମ୍ବାଦିକ ସମ୍ମିଳନୀ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ…

ଇସ୍ରାଏଲ ଉପରେ ୧୩୫ ଘାତକ ମିସାଇଲ ମାଡ କଲା ହେଜବୁଲ୍ଲା

ନୂଆଦିଲ୍ଲୀ,୭।୧୦: ସୋମବାର ଇସ୍ରାଏଲ ଉପରେ ଘାତକ ଆକ୍ରମଣ କରିଛି ହେଜବୁଲ୍ଲା। ଗତ ଏକ ସପ୍ତାହ ମଧ୍ୟରେ ଇସ୍ରାଏଲ ଉପରେ ଦ୍ୱିତୀୟ ବୃହତ୍ତ ଆକ୍ରମଣ। ଏଥର ଲେବାନାନର ହେଜବୁଲ୍ଲା…

ବଡ଼ଚଣାରେ ବିଜେଡି ୩ ଫାଳ

ଯାଜପୁର ଜିଲ୍ଲା ବଡ଼ଚଣାରେ ବିଜେଡିରେ ମଧ୍ୟ ଦେଖିବାକୁ ମିଳିଛି ବିବାଦ। ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ଅବସରରେ ବିଜେଡି ପକ୍ଷରୁ କରାଯାଇଥିବା ଜନ ସମ୍ପର୍କ ପଦଯାତ୍ରା…

ପୂର୍ବତନ ବିଧାୟକ ଧନେଶ୍ବର ମାଝୀଙ୍କ ପରଲୋକ

ଭବାନୀପାଟଣା: କଳାହାଣ୍ଡିର ଜଣାଶୁଣା ରାଜନେତା ଧନେଶ୍ୱର ମାଝୀଙ୍କର ଆଜି ସକାଳେ ପରଲୋକ ହୋଇଥିବାର ଖବର ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ନର୍ଲା…

କାମଦେଲା ଧର୍ମେନ୍ଦ୍ରଙ୍କ ରଣନୀତି: ହରିୟାଣା ବିଧାନସଭା ନିର୍ବାଚନରେ ବିଜେପିର ବିଜୟ

ନୂଆଦିଲ୍ଲୀ: ଆଜି ଘୋଷିତ ହରିୟାଣା ବିଧାନସଭା ନିର୍ବାଚନ ଫଳଫଳାରୁ ବିଜେପି ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଢ଼ିବାକୁ ଯାଉଛି। ଏଥର ହରିୟାଣାରେ କଂଗ୍ରେସର ଏକତରଫା…

ଜଗତଜନନୀ ମାଆ ଦୁର୍ଗାଙ୍କ ଶାରଦୀୟ ପୂଜା: ଆଜି ମହାଷଷ୍ଠୀ ପୂଜା

ଭୁବନେଶ୍ଵର: ଜଗତଜନନୀ ମାଆ ଦୁର୍ଗାଙ୍କ ଶାରଦୀୟ ପୂଜା। ମାଆ ଦୁର୍ଗାଙ୍କ ଆଗମନ ପାଇଁ ଉତ୍ସବମୂଖର ହୋଇଉଠିଛି ଗାଁ ଠୁ ସହର। ଆଜି ପୀଠରେ ମହାସପ୍ତମୀ ପୂଜା ହେଉଥିବାବେଳେ…