ଭାରତ ଓ ପାକିସ୍ତାନ ଉତ୍ତେଜନା; ସବୁ ଜିଲ୍ଲାପାଳ, ଆରଡିସି ଓ ଆଇପିଏସ ଅଫିସରଙ୍କ ଛୁଟି ବାତିଲ କଲେ ଓଡ଼ିଶା ସରକାର
ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦିନକୁ ଦିନ ଉତ୍ତେଜନା ବଢ଼ିବାରେ ଲାଗିଛି । ଉଭୟ ପକ୍ଷରୁ ଆକ୍ରମଣ ଲାଗି ରହିଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କରିଛନ୍ତି ଓଡ଼ିଶା ସରକାର। ଏନେଇ…