Category: ତାଜା ଖବର

ଲୋକସଭାରେ ଆଗତ ହୋଇ ଜେପିସିକୁ ଗଲା ୱାନ୍ ନେସନ୍ ୱାନ୍ ଇଲେକ୍ସନ ବିଲ୍

ଆଜି ଲୋକସଭାରେ ଆଗତ ହୋଇଛି ୱାନ୍ ନେସନ୍ ୱାନ୍ ଇଲେକ୍ସନ ବିଲ୍। କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ଵାଲ ଲୋକସଭା ଓ ବିଧାନସଭା ନିର୍ବାଚନକୁ ଏକାସାଙ୍ଗରେ ସୁନିଶ୍ଚିତ କରିବା ପାଇଁ ସମ୍ବିଧାନ ସଂଶୋଧନ ବିଲ୍ ଆଗତ କରିଛନ୍ତି। ୱାନ୍ ନେସନ୍…

ପ୍ରମୁଖ ବିଭାଗରୁ ହଟିଲେ ବିଷ୍ଣୁପଦ ସେଠୀ; କାଲି ସିବିଆଇ ଆଗରେ ହେବେ ହାଜର

ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି।ଲାଞ୍ଚ କାରବାରରେ ଲିଙ୍କ ଥିବା ଅଭିଯୋଗରେ CBI ସ୍କାନରରେ ଥିବା ବରିଷ୍ଠ IAS ବିଷ୍ଣୁପଦ ସେଠୀଙ୍କୁ ପଦବୀରୁ ହଟାଇ ଦେଇଛନ୍ତି ରାଜ୍ୟ ସରକାର । ପୂର୍ବରୁ SC/ST, ସଂଖ୍ୟାଲଘୁ ଓ ପଛୁଆ ବର୍ଗ…

ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି : ବାହାର କାଠ ପାଖରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆଜିଠାରୁ ଆରମ୍ଭ ହେବ। ଶ୍ରୀଜୀଉଙ୍କ ଭୋଗ ମଣ୍ଡପ ନୀତି ସରିବା ପରେ ଦିନ ପ୍ରାୟ ୧୨ଟା ୩୦ରେ ମନ୍ଦିର ପ୍ରଶାସନ ପକ୍ଷରୁ ରତ୍ନଭଣ୍ଡାର ଦୁଆର ଚାବି ଖୋଲାଯିବ । ଏଏସ୍‌ଆଇ, ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ…

ପୋଷାକ ପାଇଁ ମିଳିବ ୧୦ ହଜାର: ମୁଖ୍ୟମନ୍ତ୍ରୀ

ହାବିଲଦାର, କନେଷ୍ଟବଳ ଓ ସିପାହିମାନେ ଏଣିକି ପୂର୍ବରୁ ମିଳୁଥିବା ଏକ ମାସର ଅଧିକ ଦରମା ନୂତନ ବେତନ ହାରରେ ପାଇବେ। ହାବିଲଦାର ଓ କନେଷ୍ଟବଳମାନେ ପୂର୍ବରୁ ସାଇକେଲ ଭତ୍ତା ବାବଦରେ ମାତ୍ର ୩ ଶହ ଟଙ୍କା ପାଉଥିଲେ। ଏବେ ମୋଟର ସାଇକଲ…

ଡିସେମ୍ବର ୨୫ରେ ହିତାଧିକାରୀଙ୍କୁ ମିଳିବନି ସୁଭଦ୍ରା ଟଙ୍କା

ଡିସେମ୍ବର ୨୫ ରେ ମିଳିବାକୁ ଥିବା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ରାଜ୍ୟ ସରକାର । ସୁଭଦ୍ରା ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଆସିବା ପୂର୍ବରୁ ଆଜି ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି…

ସପ୍ତାହେ ହେଲା ବନ୍ଦ ରହିଛି ୧୦୮ ଆମ୍ବୁଲାନ୍ସ ସେବା

ସ୍ବାଭାବିକ ହୋଇପାରୁନାହିଁ ଆମ୍ବୁଲାନ୍ସ କର୍ମଚାରୀଙ୍କ ଆନ୍ଦୋଳନ । ସପ୍ତାହେ ହେଲା ରାଜ୍ୟରେ ବନ୍ଦ ରହିଛି ୧୦୮ ଜନନୀ ଆମ୍ବୁଲାନ୍ସ ସେବା । ଗତ ୧୦ ତାରିଖରୁ ରାଜ୍ୟବ୍ୟାପୀ ୪୦୦ରୁ ଅଧିକ ଜନନୀ ଆମ୍ବୁଲାନ୍ସ ସେବା ବନ୍ଦ ରଖିଛନ୍ତି ଆମ୍ବୁଲାନ୍ସ ମାଲିକ ।…

ଟେଣ୍ଡର ଫକ୍ସିଂ ମାମଲା: ୨ ପର୍ଯ୍ୟାୟ ରିମାଣ୍ଡ ଶେଷରେ ବିଚାର ବିଭାଗୀୟ ହାଜତ ଗଲେ ୩ ଅଭିଯୁକ୍ତ

ଭୁବନେଶ୍ବରରୁ ସିବିଆଇ ୧୦ ଲକ୍ଷ ଟଙ୍କା ଜବତ କରିବା ଘଟଣାରେ ୨ ପର୍ଯ୍ୟାୟ ରିମାଣ୍ଡ ଶେଷରେ ବିଚାର ବିଭାଗୀୟ ହାଜତ ଗଲେ ୩ ଅଭିଯୁକ୍ତ ଚଞ୍ଚଳ ମୁଖାର୍ଜୀ, ଦେବଦତ୍ତ ମହାପାତ୍ର, ସନ୍ତୋଷ ମହାରଣା । ସ୍ପେଶାଲ ସିଜେଏମ ସିବିଆଇ କୋର୍ଟରେ ତିନି…

ସଂସଦରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ‘ପାଲେଷ୍ଟାଇନ’ ବ୍ୟାଗକୁ ନେଇ ଝଡ଼

କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀ ସଂସଦ ଭିତରକୁ କାନ୍ଧରେ ପାଲେଷ୍ଟାଇନ ଲେଖାଥିବା ଏକ ବ୍ୟାଗ ନେଇ ପହଞ୍ଚିବା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ୱାୟାନାଡ଼ ଲୋକସଭା ଆସନରୁ ସାଂସଦ ଥିବା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଣିଥିବା ବ୍ୟାଗରେ ପାଲେଷ୍ଟାଇନ…

ଜାନୁଆରୀରେ ଦୁଇଥର ଓଡିଶା ଆସୁଛନ୍ତି ମୋଦି

ଆସନ୍ତା ଜାନୁଆରୀ ମାସରେ ଦୁଇ ଥର ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କଟକରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏ ବାବଦରେ ସୂଚନା ଦେଇଛନ୍ତି। ଜାନୁଆରୀ ୮-୧୦ ରେ ଓଡ଼ିଶାରେ ହେବାକୁ ଥିବା ପ୍ରବାସୀ ଭାରତୀୟ…

ତବଲା ବାଦକ ଜାକିର ହୁସେନଙ୍କ ଦେହାନ୍ତ

ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ ହୃଦଘାତରେ ଦେହାନ୍ତ ହୋଇଛି। ପୂର୍ବରୁ ଗମ୍ଭୀର ହୃଦ୍‌ରୋଗରେ ପୀଡିତ ହୋଇ ଆମେରିକାର ସାନ ଫ୍ରାନ୍ସିସ୍କୋସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ରାଜସ୍ଥାନ କ୍ୟାବିନେଟ ମନ୍ତ୍ରୀ…