Category: ତାଜା ଖବର

ରାଜ୍ୟରେ ଆଳୁ ଦର ଅଣାୟତ୍ତ।

ଭୁବନେଶ୍ବର: ଦରଦାମ୍ ବୃଦ୍ଧିରେ ଆଉଟପାଉଟ ହେଉଥିବା ଖାଉଟି ଏବେ ଆଳୁକୁ ନେଇ ଚିନ୍ତାରେ। ରାଜ୍ୟରେ ଖୁଚୁରା ବଜାରରେ ଆଳୁ ଦର ୫୦ ଛୁଇଁଲାଣି। ଗୋଟିଏ ଦିନରେ ଆଳୁ ଦର ୧୦ ଟଙ୍କା ବଢ଼ିଛି। ପଶ୍ଚିମବଙ୍ଗରେ ଆଳୁ ବ୍ୟବସାୟୀଙ୍କ ଧର୍ମଘଟ ପାଇଁ ଓଡ଼ିଶାକୁ…

ରାଜ୍ୟ ବଜେଟ୍ ୨୦୨୪-୨୫

ଜୁଲାଇ ୨୫, ୨୦୨୪ ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ୨୦୨୪-୨୫ ଆର୍ଥିକ ବର୍ଷ ନିମନ୍ତେ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବାର୍ଷିକ ବଜେଟ୍ ବିଧାନସଭା ଅନୁମୋଦନ ପାଇଁ ଉପସ୍ଥାପନ କରିଛନ୍ତି । ଏହି ଜନକଲ୍ୟାଣକାରୀ…

ସେବା ନିବୃତ ସେନା ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରି ଗୈାରବାନ୍ଵିତ ମନେ କଲି- ଗୈାତମ ରାୟ

ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରି ଆଗକୁ ବଢିବାର ଶିକ୍ଷା ଦେଇଛି କାରଗିଲ୍ ଯୁଦ୍ଧ । କାରଗିଲ ଯୁଦ୍ଧ ବିଜୟ ଭାରତୀୟ ଇତିହାସର ଏକ ଅବିସ୍ମରଣୀୟ ଦିନ । ୬୦ ଦିନ ଧରି ଚାଲିଥିବା ଏହି ଯୁଦ୍ଧରେ ଭାରତୀୟ ସୈନ୍ୟମାନେ ନିଜର ପରାକାଷ୍ଠା…

ମମତାଙ୍କୁ ଚିଠି ଲେଖି ଦୋଷ ଛଡ଼ାଇଲେ ନବୀନ।

ଭୁବନେଶ୍ୱର: ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି ତୋଳିନାହାନ୍ତି। ବିଶେଷ ଭାବେ ନିତ୍ୟ ବ୍ୟବହାର୍ଯ୍ୟ ଖାଦ୍ୟଶସ୍ୟ ପାଇଁ ଓଡ଼ିଶା ଅନ୍ୟ ରାଜ୍ୟ ଉପରେ ନିର୍ଭରଶୀଳ ା…

ଅଗ୍ନି ବୀରଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ

ଭୁବନେଶ୍ବର: ଓଡ଼ିଶାର ଅଗ୍ନିବୀରଙ୍କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବଡ଼ ଘୋଷଣା କରିଛନ୍ତି। କାରଗିଲ ବିଜୟ ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ରାଜ୍ୟ ସରକାର ଓଡିଶାର ୟୁନିଫର୍ମ ସେବାରେ ଅଗ୍ନିବୀରଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି…

କେନ୍ଦୁଝର ଓ ସୋନପୁରରେ ଖୋଲିବ ଇଏସ୍ଆଇ ହସ୍ପିଟାଲ।

ଭୁବନେଶ୍ୱର,୨୬।୭: କେନ୍ଦୁଝର ଓ ସୋନପୁରରେ ଇଏସଆଇ ହସ୍ପିଟାଲ ହେବ । ଦୁଇ ଇଏସଆଇ ହସ୍ପିଟାଲ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶୁକ୍ରବାର ଅନୁମୋଦନ କରିଛନ୍ତି। ଏହାଦ୍ବାରା ସ୍ଥାନୀୟ ଶ୍ରମିକ ଶ୍ରେଣୀ ଓ ତାଙ୍କ ପରିବାର ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି

ଭୁବନେଶ୍ୱର ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ।

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଟ୍ରେନର ଗୋଟିଏ କୋଚ୍ ସମ୍ପୂର୍ଣ୍ଣ ଭାବେ ଟ୍ରାକ ଉପରେ ପଡ଼ିରହିଛି। ଟ୍ରେନ୍ ଲାଇନଚ୍ୟୁତ ହେବାର କାରଣ ଅସ୍ପଷ୍ଟ ରହିଛି। ସୌଭାଗ୍ୟବଶତଃ ନିକଟରେ ଥିବା ପାସେଞ୍ଜର ଟ୍ରେନ୍ ଟ୍ରାକ୍ କିମ୍ବା ଯାତ୍ରୀଙ୍କର…

ଅନ୍ ଲାଇନ୍ ଗେମ୍ ରେ କୋଟି କୋଟି ଟଙ୍କା ବେଟିଂ: ଇଡି ଚଢ଼ାଉ।

ବଣାଇ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ ଏକ ବଡଧରଣର ଚଢାଉ ଚାଲିଛି। ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳୁ କଲକାତାରୁ ଇଡିର ଏହି ୪୦ ଜଣିଆ ଟିମ୍ ୮ ଟି ଗାଡ଼ିରେ ଆସି ବଣାଇ ଅଞ୍ଚଳରେ…

ଆଳୁ ଗୋଦାମରେ ପହଞ୍ଚି ସ୍ଥିତି ପରଖିଲେ ଯୋଗାଣ ମନ୍ତ୍ରୀ।

ଭୁବନେଶ୍ବର: ଟମାଟୋ ପରେ ଆଳୁ ଟେନସନ। ଦିନକୁ ଦିନ ଆକାଶ ଛୁଆଁ ହେବାରେ ଲାଗିଛି ଦର। ପଶ୍ଚିମବଙ୍ଗରୁ ଆଳୁ ଆମଦାନି ହେଉ ନଥିବାରୁ ଦର ବଢୁଥିବା କହିଛନ୍ତି ବ୍ୟବସାୟୀ। ସୀମାନ୍ତ ଲକ୍ଷ୍ମଣନାଥ ଟୋଲ ଗେଟ୍ ନିକଟରେ ଅଟକି ରହିଛି ଶହ ଶହ…

୧୬ ନଂ ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା।

ଖୋର୍ଦ୍ଧା: ୧୬ ନମ୍ବର ଜାତୀୟ ରାଜପଥରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେ‌ଳେ ଜଣେ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଧୁଆଁଳ, ବିଶୁଣ୍ଡିହ ନିକଟରେ ଏହି…