Category: ତାଜା ଖବର

ବିଏମସି ଅଞ୍ଚଳରେ ଲକ୍ଷେ ଗଛ ଲାଗିବ।

ଭୁବନେଶ୍ୱର: ସବୁଜ ଭୁବନେଶ୍ବର ଅଭିଯାନରେ ବିଏମ୍‌ସି ଅଞ୍ଚଳରେ ଲକ୍ଷେ ଗଛ ଲାଗିବ। କେଉଁଠି ଲାଗିବ ଓ କେମିତି ବଞ୍ଚି ରହିବ ସେ ନେଇ ପ୍ରସ୍ତୁତ ହୋଇଛି ରୋଡ୍‌ମ୍ୟାପ୍‌। ୧୩ଟି ସ୍ଥାନରେ ଘଞ୍ଚ ଜଙ୍ଗଲ ସୃଷ୍ଟି କରିବା ପାଇଁ ଜାଗା ଚିହ୍ନଟ ହୋଇଥିବା…

ଆଜି ଅଲମ୍ପିକ୍ସର ଉଦଘାଟନ।

ପ୍ୟାରିସ୍: ବହୁପ୍ରତୀକ୍ଷିତ ପ୍ୟାରିସ୍ ଅଲିମ୍ପିକ୍ସ ଶୁକ୍ରବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହେବ। ଅଲିମ୍ପିକ୍ସ ଇତିହାସରେ ପ୍ରଥମ ଥର ପାଇଁ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ଷ୍ଟାଡିୟମ୍ ବାହାରେ ଏବଂ ନଈ ମଝିରେ ଅନୁଷ୍ଠିତ ହେବ। ଏଥିଲାଗି ପ୍ୟାରିସ୍‌ର ସେନ୍ ନଦୀ ଭିତରେ ଓ…

ବଦଳିଲା ରାଜ୍ୟ ସରକାରଙ୍କ ଅନେକ ଯୋଜନା।

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ସନ୍ଧ୍ୟାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ସେ ପୂର୍ବ ସରକାରଙ୍କ ଦ୍ବାରା ପ୍ରଣୟନ ହୋଇଥିବା ବହୁ ଜନହିତକର ଯୋଜନାର ନାମକୁ ପରିବର୍ତ୍ତନ କରିବା ସହ ନୂଆ ଯୋଜନା ପାଇଁ…

ରାଜ୍ୟ ବଜେଟରେ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ପାଇଁ ୧୭,୯୪୨ କୋଟି ବ୍ୟୟ ବରାଦ।

ଭୁବନେଶ୍ବର: ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ମହିଳା, ଶିଶୁ ବିକାଶ ଓ ମିସନ ଶକ୍ତି ପାଇଁ ୧୭,୯୪୨ କୋଟିର ବ୍ୟୟବରାଦ କରିଛନ୍ତି। ଏଥିରେ ସୁଭଦ୍ରା ଯୋଜନାରେ ୧୦,୦୦୦, ମମତା ଓ ପ୍ରଧାନମନ୍ତ୍ରୀ ମହିଳା ବିକାଶ ଯୋଜନାରେ ୫୨୧ କୋଟି,…

ରାଜ୍ୟ ବଜେଟରେ ଶିକ୍ଷାକୁ ଗୁରୁତ୍ଵ।

ଭୁବନେଶ୍ବର: ମୋହନ ମାଝୀଙ୍କ ସରକାର ଶିକ୍ଷାର ଗୁରୁତ୍ବକୁ ହୃଦୟଙ୍ଗମ କରିଛନ୍ତି। ଛାତ୍ରଛାତ୍ରୀ, ଶିକ୍ଷକ, ଭିତ୍ତିଭୂମିର ଗୁଣବତ୍ତା ଓ ସାମଗ୍ରିକ ଶିକ୍ଷଣ ଅଭିଜ୍ଞତାରେ ଉନ୍ନତି ପାଇଁ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ୩୫,୫୩୬ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି। ଏଥିରେ ଗୋଦାବରୀଶ ମିଶ୍ର…

ସାମାଜିକ ସୁରକ୍ଷା ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି।

ଭୁବନେଶ୍ବର : ରାଜ୍ୟ ବଜେଟ ଉପସ୍ଥାପନ କରିଥିବା ମୁଖମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି । ସାମାଜିକ ସୁରକ୍ଷା ଭତ୍ତାକୁ ମାସିକ ୩୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ଏହା ୮୦ ବର୍ଷରୁ ଅଧକ…

ରାଜ୍ୟ କୃଷି ବଜେଟ୍ ରେ ୩୩,୯୧୯ କୋଟି ବ୍ୟୟ ବରାଦ।

ଭୁବନେଶ୍ବର : ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି । ବଜେଟର ପ୍ରଥମ ପର୍ୟ୍ୟାୟର ସେ କୃଷି ବଜେଟ ସଂପର୍କରେ ଘୋଷଣା କରିଛନ୍ତି । କୃଷି ଓ…

ବିମାନ ଯାତ୍ରୀଙ୍କୁ ସୁବିଧା : ପେପର ଲେସ୍ ହେବ ବିମାନ ସେବା

ଭୁବନେଶ୍ୱର: ପେପର ଲେସ୍ ହେବ ବିମାନ ସେବା । ଆଉ ଘଣ୍ଟା ଘଣ୍ଟା ଲାଇନରେ ଛିଡା ହେବେନି ବିମାନ ଯାତ୍ରୀ । ଡିଗି ଯାତ୍ରା ଆପ୍ ଜରିଆରେ ବିମାନ ବନ୍ଦରରେ ହେବ ଚେକ ଇନ୍ । ଏହାଦ୍ୱାରା କଣ୍ଟାକ୍ଟ ଲେସ୍ ,…

ରାଷ୍ଟ୍ରପତି ଭବନର ଅଶୋକ ଓ ଦରବାର ହଲ୍ ର ନାମ ବଦଳିଲା

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନର ଦରବାର ହଲ୍’ ଏବଂ ‘ଅଶୋକ ହଲ୍’ର ନାମ ପରିବର୍ତ୍ତନ କରାଯାଇଛି। ଅଶୋକା ହଲର ନାମ ଅଶୋକା ମଣ୍ଡପ ହୋଇଥିବା ବେ‌ଳେ ଦରବାର ହଲର ନାମ ଗଣତନ୍ତ୍ର ମଣ୍ଡପ ରଖାଯାଇଛି। ଆଜି ଦ୍ରୌପଦୀ ମୁର୍ମୁଙ୍କର ରାଷ୍ଟ୍ରପତି ହେବାକୁ ଦୁଇ…

ଶନିବାର ନୀତି ଆୟୋଗ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଦିଲ୍ଲୀ ଯାତ୍ରା କରିବେ। ଦିଲ୍ଲୀରେ ପହଞ୍ଚିବା ପରେ ଶନିବାର ନୀତି ଆୟୋଗର ବୈଠକରେ ସାମିଲ ହେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶନିବାର ନୀତି ଆୟୋଗର ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ…