Category: ତାଜା ଖବର

ଗୃହମନ୍ତ୍ରୀ ଅମିତ ଶାହାଙ୍କ ନେଲେ ବଡ଼ ନିଷ୍ପତ୍ତି।

ନୂଆଦିଲ୍ଲୀ: ସବୁ ରାଜ୍ୟର ଆଇନ ବ୍ୟବସ୍ଥା ସମ୍ବନ୍ଧୀୟ ଅପଡେଟ୍ ମାଗିଲା ଏମଏଚଏ। କଲକାତା ଦୁଷ୍କର୍ମ ଓ ହତ୍ୟା ମାମଲା ପରେ କେନ୍ଦ୍ର ଗୃହମନ୍ତ୍ରଣାଳୟ ନିଜ ନିୟମ କଡାକଡି…

ଆର୍ଥିକ ସଂକଟରେ ଜେଏନୟୁ

ନୂଆଦିଲ୍ଲୀ: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ ବା ଜେଏୟୁ ଭାରତର ଏକ ଜଣାଶୁଣା ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ | ଗତ କିଛିବର୍ଷ ମଧ୍ୟରେ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟକୁ ମଧ୍ୟ ଦେଶର…

ବରୀ ବ୍ଲକ ଅଧ୍ୟକ୍ଷ ବିଜେଡି ଛାଡ଼ି ବିଜେପିରେ ସାମିଲ ହେଲେ।

ଯାଜପୁର/ବରୀ: ବିଜେଡି ମଙ୍ଗୁଆଳଙ୍କ ଜିଲ୍ଲା ଯାଜପୁରରେ ବିଜେଡି ସ୍ଥିତି ଏବେ ଗଡ଼ବଡ଼। ଗତ ସାଧାରଣ ନିର୍ବାଚନରେ ବିଜେଡି ଏଠାରେ ୪ଟି ବିଧାନସଭା ଆସନରେ ପରାଜୟ ଲଭିବା ପରେ…

ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେବେ ମମତା ମହନ୍ତ!

ଭୁବନେଶ୍ବର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେବେ ମମତା ମହାନ୍ତ। ମମତାଙ୍କୁ ପୁଣିଥରେ ରାଜ୍ୟସଭା ପଠାଇବ ବିଜେପି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ପ୍ରଭାରୀ ବିଜୟ ପାଲ…

ରାସନ କାର୍ଡରେ ପୁଣି ମିଳିବ ଗହମ

ଭୁବନେଶ୍ବର: ପୁଣି ରାସନକାର୍ଡରେ ମିଳିବ ଗହମ। ରାସନକାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ। ଏନେଇ ସୂଚନା ଦେଇଛନ୍ତି ଓଡ଼ିଶାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।…

ଆଇଏମ୍ଏର ଦେଶ ବ୍ୟାପି ଆନ୍ଦୋଳନ ଆଜି।

ନୂଆଦିଲ୍ଲୀ: କୋଲକାତାରେ ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି। ଆସନ୍ତାକାଲି ଆଇଏମ୍‌ଏ (ଇଣ୍ଡିଆନ ମେଡିକାଲ ଏସୋସିଏସନ୍‌) ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କରିଛି।…

ପଞ୍ଚାୟତ ସମିତି ବୈଠକକୁ ସାମ୍ବାଦିକ ମାନଙ୍କୁ ବିଡ଼ିଓ ନିମନ୍ତ୍ରଣ କଲେ,ଅଧକ୍ଷ ବାହାର କରିଦେଲେ

ଦଶରଥପୁର -(ମନୋରଞ୍ଜନ ମଲ୍ଲିକ)- ରାଜ୍ୟରେ ମୋହନ ମାଝୀଙ୍କ ନେତୃତ୍ୱରେ ନୂତନ ସରକାର ଗଠନ ହେବା ପରେ ଗଣମାଧ୍ୟମକୁ ସମ୍ବାଦ ସଂଗ୍ରହ ପାଇଁ ସବୁଠି ଅନୁମତି ପ୍ରଦାନ କରାଯାଇଥିବା…

ଜରୁରୀ ନଥିଲେ SCB ମେଡିକାଲ ଆସନ୍ତୁ ନାହିଁ – ଅଧିକ୍ଷକ

କଟକ,୧୬ା୮: ଅତିଜରୁରୀ ନ ଥିଲେ କେହି ଏସ୍‌ସିବି ମେଡିକାଲ ଆସନ୍ତୁ ନାହିଁ ବୋଲି ଅଧୀକ୍ଷକ ପରାମର୍ଶ ଦେଇଛନ୍ତି। ଡାକ୍ତରମାନଙ୍କ ଆନ୍ଦୋଳନକୁ ନେଇ ଅଧୀକ୍ଷକ ଏପରି କହିଛନ୍ତି। ସେ…

ଓ୍ଵାଇବି ଖୁରାନିଆ ହେଲେ ପୁଲିସ ଡିଜି।

ଭୁବନେଶ୍ବର: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ(ଓ୍ପାଇ ବି ଖୁରାନିଆ) ଓଡ଼ିଶାର ନୂଆ ପୁଲିସ ଡିଜି ଭାବେ ନିଯୁକ୍ତ…

ରାଜ୍ୟର ବିଭନ୍ନ ସ୍ଥାନରେ ବର୍ଷା ଜାରି।

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ୧୨ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟର…