ଭୁବନେଶ୍ବର: ଉନ୍ମୋଚିତ ହେଲା ‘ଓଡ଼ିଶା ଯାତ୍ରୀ’ ଆପ୍। ଏହାକୁ ଉନ୍ମୋଚନ କରିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।
ଉବେର ଏବଂ ଓଲା କମ୍ପାନୀକୁ ଟକ୍କର ଦେବ ଓଡ଼ିଶା ଯାତ୍ରୀ ଆପ୍। ଏଥର ରାସ୍ତାରେ ଗଡିବ ଅଟୋ ଓ କାର୍। ‘ଓଡ଼ିଶା ଯାତ୍ରୀ’ ଆପ୍ ଜରିଆରେ ସାଧାରଣ ଲୋକେ ବୁକ୍ କରି ଅଟୋ ଓ କାର୍ ରେ ଯାତ୍ରା କରିପାରିବେ।

Leave a Reply

Your email address will not be published. Required fields are marked *