ଗୋଟିଏ ସିଟିଂରେ ହେବ ନିଟ୍-ପିଜି ପରୀକ୍ଷା
ନିଟ୍-ପିଜି ପରୀକ୍ଷାକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି । ଏଣିକି ଗୋଟିଏ ସିଟିଂରେ ହେବ ନିଟ୍-ପିଜି ପରୀକ୍ଷା । ମାମଲାର ଶୁଣାଣି କରି NBTକୁ ନିର୍ଦ୍ଦେଶ ଦେଲେ…
ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓଡ଼ିଶା ଶାଖାର ଉପନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀ ଗିରଫ । କ୍ୟାପିଟାଲ ହସ୍ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ଗିରଫ କଲା ସିବିଆଇ । ଆଜି ଚିନ୍ତନ…
କଟକରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ
ରାଜଧାନୀ ଭୁବନେଶ୍ୱର, ଖୋର୍ଦ୍ଧା ପରେ ଏବେ କଟକରୁ ଚିହ୍ନଟ ହେଲେ କରୋନା ଆକ୍ରାନ୍ତ। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧ ପାଉଥିବା ବେଳେ ଓଡ଼ିଶାକୁ ଫେରିଛି କରୋନା…
ଭିଜିଲାନ୍ସ ଜାଲରେ କୋଟିପତି ମୁଖ୍ୟ ଯନ୍ତ୍ରୀ; ବର୍ତ୍ତମାନ ସୁଦ୍ଧା ୨କୋଟି ନଗତ ଟଙ୍କା ଜବତ
ଭିଜିଲାନ୍ସ ଜାଲରେ କୋଟିପତି ମୁଖ୍ୟ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସ୍ଥିତ RW ଡିଭିଜନ୍ ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଘରେ…
ସାଲିଆସାହିରୁ ବୁଦ୍ଧବିହାରକୁ ଯିବେ ୫୨୧ ପରିବାର
ଜୟଦେବବିହାର-ନନ୍ଦନକାନନ ବାମପାର୍ଶ୍ବ ସମାନ୍ତରାଳ ରାସ୍ତା ସାଲିଆସାହି ଭିତରେ ଯାଉଥିବାରୁ ପ୍ରଭାବିତ ହେବାକୁ ଥିବା ବସ୍ତିବାସିନ୍ଦାଙ୍କୁ କ୍ଷତିପୂରଣ ସହ ଥଇଥାନ ଦିଗରେ ପଦକ୍ଷେପ ନିଆଯାଇଛି । ବିଡିଏ, ବିଏମସି…
ଶୀତଳ ଷଷ୍ଠୀ ପାଇଁ ୫୦ ଲକ୍ଷ ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ସହର ଚଳଚଞ୍ଚଳ ହୋଇଉଠିଛି। ଏହାରି ମଧ୍ୟରେ ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ।…
ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ; ଯୋଗଦେଲେ କେନ୍ଦ୍ର କୃଷିମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
କେବଳ ଚାଷ କ୍ଷେତ୍ର ନୁହେଁ, ସୁଭଦ୍ରା ଭଳି ଯୋଜନା ଯୋଗୁଁ ଆଜି ରାଜ୍ୟର ଅନେକ ମହିଳା ଲାଭାନ୍ୱିତ। ମହିଳାଙ୍କର ସଶକ୍ତିକରଣ କଥା ହେଉ ଅବା କୃଷିର ଭିତ୍ତିଭୂମି…
ହୋମଗାର୍ଡ ଚାକିରି ଆଶାୟୀ ମୃତ୍ୟୁ; ଦୁଃଖ ପ୍ରକାଶ କରିବା ସହ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଗଜପତିରେ ହୋମଗାର୍ଡ ପଦବୀରେ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ ସୁଲନ୍ତ ମିଶାଲଙ୍କ ମୃତ୍ୟୁ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ…
୧୫ ଲକ୍ଷ ଟଙ୍କାରେ ରାଜଧାନୀରେ ମିଳିବ ଘର
୧୫ ଲକ୍ଷ ଟଙ୍କାରେ ରାଜଧାନୀରେ ମିଳିବ ଘର । ଏ ନେଇ ଆଜି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି…
ଟ୍ରମ୍ପ୍ ପ୍ରଶାସନରୁ ଇସ୍ତଫା ଦେଲେ ଏଲନ୍ ମସ୍କ
ଡୋନାଲ୍ଡ ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ । ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି ମସ୍କ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ…
