ବିଜେଡିକୁ ଝଟକା: ଅନାସ୍ଥା ଭୋଟ୍ରେ ହାରିଲେ ମହାକାଳପଡ଼ା ବ୍ଲକ୍ ଅଧ୍ୟକ୍ଷା
ବିଜେଡି ହାତରୁ ଖସିଲା ମହାକାଳପଡ଼ା ଅଧ୍ୟକ୍ଷ ପଦ । ଅନାସ୍ଥା ଭୋଟ୍ରେ ହାରିଲେ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତ । ଅନାସ୍ଥା ସପକ୍ଷରେ…
ବିଜୁ ଜନତା ଦଳ ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ
ବିଜୁ ଜନତା ଦଳ ଛାଡ଼ିଲେ ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି ।…
ମାଲବାହୀ ଟ୍ରେନ ଲାଇନଚ୍ୟୁତ
ରେଳ ଧାରଣାରୁ ଖସିଲା ମାଲ ବୋଝେଇ ଟ୍ରେନ । କୋରାପୁଟ କୋତାବାଲସା-କିରଣ୍ଡୁଲ ରେଳ ଲାଇନର ତାଇଡ଼ା ଓ ଚିମଡିପାଲି ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ୍ର ୨୫ରୁ ଉର୍ଦ୍ଧ୍ବ…
ଆସୁଛି ପ୍ରବଳ ବର୍ଷା; କାଲି ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଆଜିଠୁ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।…
ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର ସଦସ୍ୟ ହେଲେ ସାଂସଦ ସମ୍ବିତ ପାତ୍ର
ପ୍ରେସ୍ କାଉନସିଲ ଅଫ୍ ଇଣ୍ଡିଆର ୩ ଜଣିଆ ସଦସ୍ୟଙ୍କୁ ନିଯୁକ୍ତି ଦିଆଯାଇଛି । ଏହି ୩ ସାଂସଦଙ୍କୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ନିଯୁକ୍ତି ଦେଇଛନ୍ତି ।…
ବଢ଼ିଲା ମନ୍ତ୍ରୀ ଓ ଅଫିସର୍ଙ୍କ ମାସିକ ଗାଡ଼ି ଖର୍ଚ୍ଚ
ବଢ଼ିଲା ମନ୍ତ୍ରୀ, ଅଫିସର୍ଙ୍କ ମାସିକ ଗାଡ଼ି ଖର୍ଚ୍ଚ । ରାଜ୍ୟର ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଦ୍ୱାରା ବ୍ୟବହୃତ ବ୍ୟକ୍ତିଗତ ଯାନବାହାନ ପାଇଁ ସର୍ବାଧିକ ମାସିକ ଭଡା ଶୁଳ୍କକୁ…
ରାଜ୍ୟରେ ଚିହ୍ନଟ ହେଲେ ୫ ଜଣ କୋଭିଡ୍ ଆକ୍ରାନ୍ତ
ଦିନକୁ ଦିନ ରାଜ୍ୟରେ ବଢ଼ିବାକୁ ଲାଗିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଓଡ଼ିଶାରେ ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ବରରୁ ୪ ଓ ଖୋର୍ଦ୍ଧାରୁ ଜଣେ ଟିହ୍ନଟ…
ଆୟକର ପୈଠ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର
କରଦାତାଙ୍କ ପାଇଁ ବଡ଼ ଆଶ୍ୱସ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ବଢ଼ିଛି ଆୟକର ଦାଖଲ କରିବା ତାରିଖ । ସେଣ୍ଟ୍ରାଲ ବୋର୍ଡ ଅଫ୍ ଡାଇରେକ୍ଟ ଟ୍ୟାକ୍ସେସ (CDBT)…
୨୧ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ
ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ୨୧ ଜଣ ବିଚାରପତିଙ୍କୁ ସ୍ଥାନାନ୍ତର କରିବାକୁ ସୁପାରିଶ…
୩୧ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
ଆଜି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ଲଘୁଚାପ ସୃଷ୍ଟି ହେବାର ଦୁଇ ଦିନ…
