ଓଡ଼ିଶାରୁ ମହାକୁମ୍ଭକୁ ଯାଉଥିବା ଓଏସ୍ଆରଟିସିର ସ୍ବତନ୍ତ୍ର ବସ୍ ବାତିଲ୍
ମହାକୁମ୍ଭ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ସ୍ୱତନ୍ତ୍ର ବସ ସେବାକୁ ବାତିଲ କରାଯାଇଛି । ଓଡ଼ିଶା ରାଜ୍ୟ ସଡ଼କ ଓ ପରିବହନ ବିଭାଗ ପକ୍ଷରୁ…
ଫେବ୍ରୁଆରୀ ୧୫ ଯାଏଁ ବଢ଼ିଲା ରାସନ ଇ-କେୱାଇସି ଅପଡେଟ୍ ତାରିଖ
ଫେବ୍ରୁଆରୀ ୧୫ ଯାଏଁ ବଢ଼ିଲା ରାସନ ଇ-କେୱାଇସି ଅପଡେଟ୍ । ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିଲାବେଳେ ଫେବ୍ରୁଆରୀ ୧୫କୁ ବୃଦ୍ଧି କରାଯାଇଛି । ଅବଧି…
୫ ଦିନିଆ ଓଡ଼ିଶା ଗସ୍ତରେ ମୋହନ ଭାଗବତ
ଓଡିଶାରେ ମୋହନ ଭାଗବତ । ଆଜି ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ(ଆରଏସଏସ)ର ପ୍ରମୁଖ ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଗସ୍ତରେ ସେ…
୩୦ ପରିବର୍ତ୍ତେ ୩୧ରେ ସରିବ ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ
ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଦ୍ବାରା ଆୟୋଜିତ ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା ସମ୍ମିଳନୀକୁ ଅପାର ସଫଳତା ମିଳିଥିବାବେଳେ ରାଜ୍ୟ ସରକାର ଆଜି ଏହାର ଅବଧିକୁ…
ରାଜ୍ୟରେ କଲବଲ କରିବ ଖରା
ରାଜ୍ୟରେ ବଢ଼ିବ ଖରା । ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଲାଗିରହିଥିଲା ଫଳରେ ଶୀତ କମ ଅନୁଭୂତ ହେଉଥିଲା । କିନ୍ତୁ ରାଜ୍ୟରୁ…
ବିସ୍ଥାପିତଙ୍କୁ ଆକ୍ରମଣ ନିନ୍ଦନୀୟ: ବିଜେଡି
ରାଜ୍ୟରେ ଉତ୍କର୍ଷ ଓଡ଼ିଶା ଚାଲିଥିବା ବେଳେ ଆଜି ସାମ୍ୱାଦିକ ସମ୍ମିଳନୀର କରି ସରକାରଙ୍କୁ ଟାର୍ଗେଟ କରିଛି ବିଜେଡି । ରାଜ୍ୟରେ ଘଟିଥିବା ବିସ୍ଥାପିତଙ୍କୁ ଆକ୍ରମଣ ଘଟଣାକୁ ନିନ୍ଦନୀୟ…
ମହିଳାଙ୍କ ପାଇଁ ହେବ ଇଣ୍ଡଷ୍ଟ୍ରିଆଲ ପାର୍କ
ରାଜ୍ୟରେ ମହିଳାଙ୍କ ପାଇଁ ହେବ ଇଣ୍ଡଷ୍ଟ୍ରିଆଲ ପାର୍କ । ଏ ନେଇ ଆଜି ଉତ୍କର୍ଷ ଓଡ଼ିଶା କନକ୍ଲେଭର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ…
ବହିଷ୍କୃତ ହେଲେ ଦେବଗଡ଼ ପୌରାଧ୍ୟକ୍ଷା
ନିଜ ପଦରୁ ବହିଷ୍କୃତ ହେଲେ ଦେବଗଡ଼ ପୌରାଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଇ । ପୌରାଧ୍ୟକ୍ଷା ଶାନ୍ତି ମଞ୍ଜରୀଙ୍କ ବିରୁଦ୍ଧରେ ବିଭିନ୍ନ ଅନିୟମିତତା ଅଭିଯୋଗ ଆଧାରରେ ଗୃହ ନିର୍ମାଣ ଓ…
ନବ ଦାସ ହତ୍ୟାକାଣ୍ଡକୁ ୨ ବର୍ଷ; ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଜଣାଇବେ ଦୀପାଳି
ପୂର୍ବତନ ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟାକାଣ୍ଡକୁ ଆଜି ୨ ବର୍ଷ ପୁରିଛି । ଏହି କ୍ରମରେ ତାଙ୍କ ଝିଅ ତଥା ପୂର୍ବତନ ଝାରସୁଗୁଡ଼ା ବିଧାୟିକା ଦୀପାଳି ଦାସ…
ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ୧୪୫ଟି ବୁଝାମଣାପତ୍ର ସ୍ୱାକ୍ଷର
ଦୁଇଦିନବ୍ୟାପି ହୋଇଥିବା ଓଡ଼ିଶା ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ରେ ରାଜ୍ୟ ସରକାରଙ୍କୁ ଅଦ୍ଭୂତପୂର୍ବ ସଫଳତା ମିଳିଛି…
