୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ୧୫୪୨ ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ…
୨ ବର୍ଷରେ ହେବ ୭୫ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ପୂର୍ବ ନବୀନ ସରକାର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ୧ ଲକ୍ଷ ୫୦ ହଜାର ପଦବୀ ଖାଲି ପଡ଼ିଥିବା ଦର୍ଶାଇ ସରକାର ୨…
ପୁଞ୍ଚ୍ରେ ୩୫୦ ଫୁଟ୍ ତଳକୁ ଖସିଲା ସେନା ଗାଡ଼ି: ୫ ଯବାନଙ୍କ ମୃତ୍ୟୁ, ୩ ଆହତ
ଜମ୍ମୁ-କଶ୍ମୀରର ପୁଞ୍ଚ୍ ଜିଲାରେ ମଙ୍ଗଳବାର ସନ୍ଧ୍ୟାରେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସେନା ଗାଡ଼ି ୩୫୦ ଫୁଟ୍ ଗଭୀର ଖାତକୁ ଖସିପଡ଼ିବାରୁ ୫ ଯବାନଙ୍କ…
ନିର୍ବାଚନ ସ୍ବଚ୍ଛତାକୁ ବିଜେଡିର ପ୍ରଶ୍ନ: ଭୋଟ ଅସଂଗତି ନେଇ ଅଭିଯୋଗ ଆଣିଲେ
ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ଗତକାଲି ଦେଶର ନିର୍ବାଚନ କମିସନରଙ୍କୁ ଭେଟି ଗତ ସାଧାରଣ ନିର୍ବାଚନରେ ଏକ ବଡ଼ ଧରଣର ଅସଙ୍ଗତି ଥିବା ଦର୍ଶାଇଥିଲା।…
ଡ. ହରିବାବୁ ଓଡ଼ିଶାର ନୂଆ ରାଜ୍ୟପାଳ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ୫ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଛନ୍ତି ଏବଂ ତାଙ୍କ…
ପ୍ରକାଶ ପାଇଲା ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ; ସମସ୍ତ ମ୍ୟାଚ୍ ଦୁବାଇରେ ଖେଳିବ ଭାରତ
ଆସନ୍ତା ଫେବୃଆରୀ ମାସରେ ଅନୁଷ୍ଠିତ ହେବାକୁ ଥିବା ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଆଇସିସି ସୋମବାର ଟୁର୍ନାମେଣ୍ଟ କାର୍ଯ୍ୟସୂଚୀ ଘୋଷଣା କରିଛି । ଫେବୃଆରୀ ୧୯…
ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍ଯାପନୀକୁ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆସନ୍ତା ଜାନୁଆରୀ ୮ ତାରିଖରୁ ଭୁବନେଶ୍ୱର ଜନତା ମୈଦାନ ଠାରେ ପ୍ରବାସୀ ଭାରତୀୟ ଦିବସ ଆୟୋଜନ ହେବ । ଜାନୁଆରୀ ୮ ତାରିଖରୁ ୧୦ ତାରିଖ ଯାଏଁ…
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କଲେ ଇଣ୍ଡିଆନ ଅଏଲ ଚେୟାରମ୍ୟାନ୍ ଏ.ଏସ୍. ସାହନି
ଇଣ୍ଡିଆନ ଅଏଲ ଚେୟାରମ୍ୟାନ୍ ଏ.ଏସ୍. ସାହନି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶାରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ବିଷୟରେ ଆଲୋଚନା…
୩ ଦିନ ଭିତରେ ସରିବ ବର୍ଷାରେ ଚାଷ କ୍ଷୟକ୍ଷତି ଆକଳନ; ୫ ଦିନରେ ମିଳିବ କ୍ଷତି ପୂରଣ ରାଶି
ଅମଳ ସମୟରେ ଦାଉ ସାଜୁଛି ଲଗାଣ ବର୍ଷା। ରାଜ୍ୟରେ ଅଦିନିଆ ବର୍ଷା ଯୋଗୁଁ ଧାନ ଅମଳ ସମୟରେ ଚାଷୀଙ୍କୁ ନାନା ପ୍ରକାରର ସମସ୍ୟା ସମ୍ମୁଖୀନ ହେବାକୁ ପଡ଼ିଛି…
କାଠଯୋଡ଼ି ନଦୀ ଉପରେ ନିର୍ମାଣ ହେବ ଆଉ ଦୁଇଟି ବ୍ରିଜ
କାଠଯୋଡ଼ି ନଦୀ ଉପରେ ଆଉ ଦୁଇଟି ବ୍ରିଜ ନିର୍ମାଣ କରିବେ ରାଜ୍ୟ ସରକାର । ଜୁଡ଼ିସିଆଲ ଏକାଡେମୀରୁ ତ୍ରିଶୁଳିଆ ଛକ ଯାଏଁ ଆଉ ଏକ ବ୍ରିଜ ନିର୍ମାଣ…
