ପ୍ରବାସୀ ଭାରତୀୟ ଦିବସ ଏବଂ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ସାକ୍ଷାତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟି ଆଗାମୀ ‘ପ୍ରବାସୀ…
ଜଗା ଦର୍ଶନ ହେବ ସହଜ, ନୂଆବର୍ଷରୁ ଧାଡ଼ି ଦର୍ଶନ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା
ଜାନୁଆରୀ ୧ ରୁ ଶୃଙ୍ଖଳିତ ଭାବେ ଶ୍ରୀମନ୍ଦିରରେ ଧାଡିରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏଥିପାଇଁ ପରୀକ୍ଷା ମୂଳକ ଭାବେ ଡିସେମ୍ବର ୨୮ ଏବଂ…
ବଢ଼ିବ ନାହିଁ ବିଜୁଳି ଦାମ୍, ସ୍ପଷ୍ଟ କଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ
ରାଜ୍ୟରେ ବିଜୁଳି ଦାମ୍ ବଢ଼ିବ ନାହିଁ ବୋଲି ଆଜି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ସ୍ପଷ୍ଟ କରିଛନ୍ତି । ବିଜୁଳି ଦାମ୍ ବୃଦ୍ଧି ନେଇ ଓଡ଼ିଶା ବିଦ୍ୟୁତ ନିୟାମକ…
ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା
ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ହେବ ଆରମ୍ଭ ବୋଲି ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ୨୭ ଏବଂ ୨୮ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା…
୨୮ରେ ସମ୍ବଲପୁର ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ
ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ । ଆସନ୍ତା ୨୮ରେ ସମ୍ବଲପୁର ଗସ୍ତ କରିବେ ଗୃହ ମନ୍ତ୍ରୀ ଅମିତ ଶାହ । ପ୍ରଥମେ ମାଁ…
ନୂଆବର୍ଷରେ ମିଳିବ ସୁଭଦ୍ରା ଟଙ୍କା: ପ୍ରଭାତୀ ପରିଡ଼ା
ଆସନ୍ତା ଜାନୁଆରୀ ମାସରେ ମିଳିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଜାନୁଆରୀରେ ମିଳିବ ବୋଲି ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…
ଶ୍ରୀମନ୍ଦିରରେ ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ: ଅରବିନ୍ଦ ପାଢ଼ୀ
ଶ୍ରୀମନ୍ଦିରରେ ବିଶୃଙ୍ଖଳା ଅଭିଯୋଗରେ ୨ ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ମୁଖ ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆଙ୍କୁ…
ସଂସଦରେ ଠେଲାପେଲା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ
ସଂସଦରେ ଘଟିଥିବା ଠେଲାପେଲା ଘଟଣାର ଯାଞ୍ଚ ଏବଂ ତଦନ୍ତ କରିବ ଦିଲ୍ଲୀ ପୁଲିସ କ୍ରାଇମବ୍ରାଞ୍ଚ। ଏ ନେଇ ଉଭୟ ବିଜେପି ଏବଂ କଂଗ୍ରେସ ପକ୍ଷରୁ ସଂସଦ ମାର୍ଗ…
ଜେପିସିକୁ ଗଲା ଓଏନ୍ଓଇ ବିଧେୟକ
ଏକ ଦେଶ, ଏକ ନିର୍ବାଚନ (ଓଏନ୍ଓଇ) କରିବା ଲାଗି ଆଗତ କରାଯାଇଥିବା ଦୁଇ ବିଧେୟକକୁ ଯୁଗ୍ମ ସଂସଦୀୟ କମିଟି (ଜେପିସି)କୁ ପଠାଯାଇଛି। ଶୁକ୍ରବାର ବାଚସ୍ପତି ଓମ୍ ବିର୍ଲା…
ରବିବାର ହେବନି ପଥୋତ୍ସବ- ବିଏମ୍ସି
ଭୁବନେଶ୍ୱର : ରବିବାର ଡିସେମ୍ବର ୨୨ ତାରିଖରେ ହେବାକୁ ଥିବା ପଥୋତ୍ସବକୁ ସ୍ଥଗିତ ରଖିଲା ବିଏମ୍ସି । ଖରାପ ପାଗ ଓ ବର୍ଷା ଯୋଗୁଁ ପଥୋତ୍ସବ ସ୍ଥଗିତ…
