ମାନନୀୟ ରାଜସ୍ବ ଏଵଂ ବିପର୍ଯୟ ପରିଚାଳନା ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ Suresh Pujari ଜୀ ଆଜି ଆମ ଜିଲ୍ଲା ଅନ୍ତର୍ଗତ ଦଶରଥପୁର ବ୍ଲକ ଗସ୍ତ କରି ବନ୍ୟା ପ୍ରଭାବିତ ଲୋକଙ୍କୁ ଭେଟି ଆଲୋଚନା କରିବା ସହ କ୍ଷୟକ୍ଷତି ଶୀଘ୍ର ଆକଳନ କରି କ୍ଷତିପୂରଣ ପ୍ରଦାନ କରିବା ପାଇଁ ସରକାରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କୋରେଇ ବିଧାୟକ ଶ୍ରୀ ଆକାଶ ଦାସ ନାୟକ, ବଡ଼ଚଣା ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଅମର ନାୟକ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ, ଜିଲ୍ଲା ବିଜେପି ସଭାପତି ଶ୍ରୀମତୀ ଦେବଯାନୀ ପ୍ରଧାନ , ବବିତା ମଲ୍ଲିକ, ଜିଲ୍ଲାପାଳ , ବିଡିଓ, ଜିଲ୍ଲା ପ୍ରଶାସନ ଓ ବିଭାଗୀୟ ଅଧିକାରୀ ମହୋଦୟ ଉପସ୍ଥିତ ରହିଥିଲେ ।। Revenue & Disaster Management Department, Government of Odisha District Administration, Jajpur BJP Odisha

କାଣୀ ନଦୀରେ ବନ୍ୟା ଆସିବା ଫଳରେ ଅହିୟାସ ନିକଟରେ ଶହେ ଫୁଟର ଘାଇ ସୃଷ୍ଟି

ଯାଜପୁର: ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ବୈତରଣୀ ନଦୀର ଶାଖା ନଦୀ କାଣୀରେ ଷଷ୍ଠ ବନ୍ୟା ଆସିବା ଫଳରେ କସପା ପଞ୍ଚାୟତସ୍ଥ ଅହିୟାସ ଦରଘା (ପିର ମନ୍ଦିର)…

ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଯୋଗୁଁ ଅଗଷ୍ଟ ୨୭ ପର୍ଯ୍ୟନ୍ତ ଓଡ଼ିଶାରେ…

ଆସନ୍ତା ୩ ବର୍ଷରେ ପ୍ରାଥମିକ ଶିକ୍ଷା ପାଇଁ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ

ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି…

ସି.ପି ରାଧାକ୍ରିଷ୍ଣନ ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ

ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନଡିଏ (NDA) । ସି.ପି ରାଧାକ୍ରିଷ୍ଣନ ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ । ଏ ନେଇ ଘୋଷଣା କଲେ ବିଜେପି ରାଷ୍ଟ୍ରୀୟ ସଭାପତି…

ଚାଷୀ ପଞ୍ଜୀକରଣ ପାଇଁ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର; ପ୍ରକାଶ ପାଇଲା ବିଜ୍ଞପ୍ତି

ଚାଷୀ ଭାଇଙ୍କ ପାଇଁ ଖୁସି ଖବର । ଚାଷୀ ପଞ୍ଜୀକରଣ ପାଇଁ ଆଉ ଦରକାର ନାହିଁ ବଂଶାନୁକ୍ରମିକ ପ୍ରମାଣପତ୍ର । ଏଣିକି ସେଲ୍ଫ ଡିକ୍ଲାରେସନ ବା ନିଜସ୍ବ…