Oplus_131072

ଜୋର୍ ଧରିଲା ଆରଆଇ ଓ ଅମିନ ପରୀକ୍ଷା ବାତିଲ୍ ଦାବି। କଟକରେ ଆଶାୟୀଙ୍କ ଜୋରଦାର ପ୍ରତିବାଦ। ପରୀକ୍ଷା ବାତିଲ୍ ସହ ପୁନଃ ପରୀକ୍ଷା କରିବା ଦାବିରେ ଆନ୍ଦୋଳନ କରିଛନ୍ତି ଛାତ୍ରଛାତ୍ରୀ।  ଆଡମିଟ୍‌ କାର୍ଡକୁ ଡଙ୍ଗା କରି କାଠଯୋଡ଼ି ନଦୀରେ ଭସାଇ ବିରୋଧ ପ୍ରଦର୍ଶନ କରିଛନ୍ତି।

Leave a Reply

Your email address will not be published. Required fields are marked *