Oplus_131072

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଓଡ଼ିଶା ଗସ୍ତରେ ଆସିବେ। ସେ ଆସନ୍ତା ୧୫ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଉରକେଲାରେ ଆୟୋଜିତ ‘ଜନଜାତି ଗୌରବ ଦିବସ’ କାର୍ଯ୍ୟକ୍ରମରେ ଯୋଗ ଦେବେ।

Leave a Reply

Your email address will not be published. Required fields are marked *