କାଠମାଣ୍ଡୁ: ନେପାଳର କାଠମାଣ୍ଡୁରେ ଥିବା ଟ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦର (ଟିଆଇଏ) ରେ ବିମାନ ଟେକ୍-ଅଫ୍ କରୁଥିବା ବେଳେ ସୌର୍ଯ୍ୟ ଏୟାରଲାଇନ୍ସର ସିଆର୍ଜେ-୨୦୦ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ପରେ ୧୯ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଖରା ଅଭିମୁଖେ ଯାଉଥିବା ଉକ୍ତ ବିମାନରେ ୧୯ ଜଣ ଯାତ୍ରୀ ଥିଲେ।