ତାଙ୍କ ବିୟୋଗରେ ରାଜ୍ୟ ସଭାପତି ମନମୋହନ ସାମଲ ଶୋକବ୍ୟକ୍ତ କରିଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସ୍ୱର୍ଗତଃ ଦାସଙ୍କ ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ପ୍ରତି ଶ୍ରୀ ସାମଲ ସମବେଦନା ଜ୍ଞାପନ କରିଛନ୍ତି ।