
ବାଚସ୍ପତି କହିଛନ୍ତି ଆସନ୍ତା ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବ ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ । ସରକାରୀ ଦଳ ବଜେଟ୍ ଉପସ୍ଥାପନା କରିବେ । ବିରୋଧୀ ଦଳଙ୍କର ଯଦି କୌଣସି ବିଷୟ ଉପସ୍ଥାପନ କରିବାର ଥିବ ଗଠନମୂଳକ ପରାମର୍ଶ ଦେଲେ ଉପାଦେୟ ହେବ । ବିରୋଧୀ ମାନେ ବିରୋଧାଭାସ କଲେ, ବିଶୃଙ୍ଖଳା କଲେ ଚଳିତ ବିଧାନସଭାରେ ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ
