ମାନନୀୟ ରାଜସ୍ବ ଏଵଂ ବିପର୍ଯୟ ପରିଚାଳନା ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ Suresh Pujari ଜୀ ଆଜି ଆମ ଜିଲ୍ଲା ଅନ୍ତର୍ଗତ ଦଶରଥପୁର ବ୍ଲକ ଗସ୍ତ କରି ବନ୍ୟା ପ୍ରଭାବିତ ଲୋକଙ୍କୁ ଭେଟି ଆଲୋଚନା କରିବା ସହ କ୍ଷୟକ୍ଷତି ଶୀଘ୍ର ଆକଳନ କରି କ୍ଷତିପୂରଣ ପ୍ରଦାନ କରିବା ପାଇଁ ସରକାରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କୋରେଇ ବିଧାୟକ ଶ୍ରୀ ଆକାଶ ଦାସ ନାୟକ, ବଡ଼ଚଣା ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଅମର ନାୟକ, ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ, ଜିଲ୍ଲା ବିଜେପି ସଭାପତି ଶ୍ରୀମତୀ ଦେବଯାନୀ ପ୍ରଧାନ , ବବିତା ମଲ୍ଲିକ, ଜିଲ୍ଲାପାଳ , ବିଡିଓ, ଜିଲ୍ଲା ପ୍ରଶାସନ ଓ ବିଭାଗୀୟ ଅଧିକାରୀ ମହୋଦୟ ଉପସ୍ଥିତ ରହିଥିଲେ ।। Revenue & Disaster Management Department, Government of Odisha District Administration, Jajpur BJP Odisha

Leave a Reply

Your email address will not be published. Required fields are marked *