ମିଳିଥିବା ସୂଚନା ଅନୁସାରେ ସେ ରବିବାର ସନ୍ଧ୍ୟାରେ ଘର ନିକଟସ୍ଥ ବଜାରରୁ ସଉଦା କରି ଫେରୁଥିବାବେଳେ ହଠାତ୍ ଅସୁସ୍ଥତା ଅନୁଭବ କରିଥିଲେ। ତୁରନ୍ତ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ।